ବୀରମିତ୍ରପୁର: ନୂଆଗାଁ ବ୍ଲକର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ,ଅଙ୍କୁରପାଲି ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
ନୂଆଗାଁ ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କର୍ଯ୍ୟାଳୟ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ,ଅଙ୍କୁରପାଲି ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟାର ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ନାୟକଙ୍କ ଚତ୍ବାବଧାନରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ଜିଲ୍ଲା ପରିଷଦ ସଭ୍ୟା ଜ୍ୟୋତି ଦଳରସା ଟେଟେ ତଥା ମୁଖ୍ୟବକ୍ତା ଭାବେ ଅଙ୍କୁରପାଲି ସରପଞ୍ଚ ସୁଶିଲ କୁମାର ଟୋପ୍ପୋ ଯୋଗ ଦେଇଥିଲେ।ଏଥିରେ ସ