ସାରା ଓଡ଼ିଶା ଗାଇଲା ‘ବନ୍ଦେ ମାତରମ’ । ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ଭାବେ ବୋଲାଯାଇଛି ବନ୍ଦେ ମାତରମ । ଅବସରରେ ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କରାଯାଇଛି। ଲକ୍ଷ୍ମୀପୁର ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ଏକାଠି ହୋଇ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଛନ୍ତି।