Public App Logo
Jansamasya
Pmmodi
Rahulgandhi
Haryana
Uttarakhand
Crimenews
Education
China
Bareilly
���्रशासन
Agra
Politics
Abvp
���ायल
Fatehpur
Jodhpur
Uppolice
Live
Westbengal
Farrukhabad
Mirzapur
Raebareli
Rain
Tikamgarh
Prayagraj
Muzaffarnagar
Modiji
���ोगी_आदित्यनाथ
Indianrailways
Letestnews
No video available

ପାଟଣା: ବାଉଁଶୁଳି ହନୁମାନ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଜଣା ବୋଲେରୋ ଧକ୍କା ରେ ମାଆ ମୃତ, ପୁଅ ଗୁରୁତର

Patana, Kendujhar | Apr 27, 2024
କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ବାଉଁଶୁଳି ହନୁମାନ ଛକ ନିକଟରେ ଆଜି ଅପରାହ୍ନରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଜଣା ବୋଲେରୋ ଧକ୍କା ରେ ଜଣେ ମହିଳା ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ବାଉଁଶୁଳି ମୁଣ୍ଡା ସାହିର ସଙ୍କିରୀ ମୁଣ୍ଡା ବୋଲି ଜଣାପଡିଛି। ସେ ତାଙ୍କ ପୁଅ ସହ ବାଇକ୍ ରେ ଯାଉଥିବା ସମୟରେ ତାଙ୍କ ବାଇକ୍ କୁ ଏକ ବୋଲେରୋ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇ ବୋଲେରୋ ଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସେଠାରୁ ଉଭୟଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।