ସୋରଡା: ସୋରଡ଼ା ବ୍ଲକ ଅନ୍ତର୍ଗତ ଅସୁରବନ୍ଧ ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି
Surada, Ganjam | Dec 1, 2025 ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ଅନ୍ତର୍ଗତ ଅସୁରବନ୍ଧ ଗ୍ରାମ ପଞ୍ଚାୟତ ଠାରେ ଆଜି ପଞ୍ଚାୟତ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି. ଏହି କାର୍ଯ୍ୟକ୍ରମ ରେ ସୋରଡ଼ା ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ତନ୍ମୟ କୁମାର ପାତ୍ର, ସ୍ଥାନୀୟ ଥାନା ଅଧିକାରୀ, ତହସିଲଦାର ସହ ସମସ୍ତ ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗ୍ରହଣ କରିଛନ୍ତି।