ଅନୁଗୋଳ: ଖଳିଚାନ୍ଦିଆ ଗ୍ରାମରେ ଅଙ୍ଗନୱାଡି କେନ୍ଦ୍ର ଶୁଭ ଉଦ୍ଘାଟନ କଲେ ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତି
Anugul, Angul | Sep 15, 2025 ଅନୁଗୋଳ ଜିଲ୍ଲା ପାଳଲହଡା ବ୍ଲକ୍ ଅନ୍ତର୍ଗତ ଖଳିଚାନ୍ଦିଆ ଗ୍ରାମରେ ଥିବା ଅଙ୍ଗନୱାଡି କେନ୍ଦ୍ରର ସୋମବାର ସକାଳେ ଶୁଭ ଉଦ୍ଘାଟନ ହୋଇଛି। ଏହି କାର୍ଯ୍ୟକ୍ରମରେ ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି ଯୋଗ ଦେଇଥିବା ବେଳେ ତାଙ୍କ ସହିତ ବହୁ ସ୍ଥାନୀୟ ଲୋକମାନେ ଯୋଗ ଦେଇଥିଲେ।