ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପାଳିତ ହେଲା ନେହେରୁ ଜୟନ୍ତୀ ଓ ଶିଶୁ ଦିବସ
ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ହୋଇଛି ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ ଓ ଶିଶୁ ଦିବସ। ଜିଲ୍ଲା ସଭାପତି ଶଙ୍କର ପ୍ରଧାନଙ୍କ ନେତୃତ୍ୱରେ କଂଗ୍ରେସର ବହୁ ନେତା ଓ କର୍ମୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।