ରେମୁଣା: ଇନ୍ଦିରା ଗାନ୍ଧୀଙ୍କ ପୁଣ୍ୟତିଥି: ରେମୁଣାରେ ହେଲା ଶ୍ରଦ୍ଧାଞ୍ଜଳି ସଭା
ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ପୁଣ୍ୟତିଥିରେ ରେମୁଣାର କୁରୁଡ଼ା ଓ ଜାନୁଗଞ୍ଜ ଗୋଲେଇ ଠାରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ। ପୂର୍ବତନ ବିଧାୟକ ସୁଦର୍ଶନ ଜେନାଙ୍କ ସମେତ ସ୍ଥାନୀୟ କଂଗ୍ରେସ କର୍ମକର୍ତ୍ତା ଯୋଗଦେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।