ନର୍ଲା: ତୁଳାପଡା ମାଧ୍ୟମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା।
ତୁଳାପଡା ମାଧ୍ୟମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ସୁନାନୀ ଙ୍କ ଅଧ୍ୟକ୍ଷତାରେ ନର୍ଲା ବ୍ଲକ ସ୍ତରୀୟ ବିଜ୍ଞାନ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ, ଏବଂ ଇକୋ କ୍ଲବ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦଘାଟନୀ ସଭାରେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ମୁସ୍କୁଟି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅରୁଣ କୁମାର ନାଏକ ପ୍ରମୁଖ ଉପସ୍ଥିତ ଥିଲେ।