Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣାରେ ଭୁବନେଶ୍ୱର 6ନଂ ସ୍ଥିତ ଶଙ୍ଖ ଭବନରେ ବିଜେଡି ମୁଖପାତ୍ର ଭୃଗୁ ବକ୍ସିପାତ୍ରଙ୍କ ପ୍ରେସମିଟ

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଭୃଗୁ ବକ୍ସିପାତ୍ର କହିଛନ୍ତି ବିଜେପି ଦଳର ଜଣେ ଆଗଧାଡିର ନେତା ତଥା ଜଣେ ରାଜ୍ୟ ବାର କାଉନ୍ସିଲର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଦୁଇ ଜଣ ଦୁବୃର୍ତ୍ତ ଅତି ନିକଟରୁ ଗୁଳି କରି ହତ୍ୟା କରିଛନ୍ତି । ଏହି ଘଟଣାକୁ ୨୦ ଘଣ୍ଟାରୁ ଉଦ୍ଧ୍ୱର୍ ବିତି ଯାଇଥିଲେ ସୁଦ୍ଧା, ଏପର୍ଯ୍ୟନ୍ତ ଅପରାଧୀଙ୍କ କୌଣସି ଟେର ପୋଲିସ ପାଇନାହିଁ । ଗତ ୨୪ ଘଣ୍ଟାରେ, ଗଞ୍ଜାମ ଜିଲ୍ଲାରେ ୩ଟି ହତ୍ୟାକାଣ୍ଡ ଘଟିଛି । ମୋହନ ସରକାର ଆସିବା ପରଠାରୁ କେବଳ ଗଞ୍ଜାମ ଜିଲ୍ଲାରେ ୧୨୮ଟି ହତ୍ୟାକାଣ୍ଡ ଘଟିଲାଣି ।
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣାରେ ଭୁବନେଶ୍ୱର 6ନଂ ସ୍ଥିତ ଶଙ୍ଖ ଭବନରେ ବିଜେଡି ମୁଖପାତ୍ର ଭୃଗୁ ବକ୍ସିପାତ୍ରଙ୍କ ପ୍ରେସମିଟ - Bhubaneswar M Corp News