ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରଗଡ଼ି ଗ୍ରାମରେ ଆୟୋଜିତ ମିଶ୍ରଣ ପର୍ବରେ ବିଜୁ ଜନତା ଦଳର ଦୃଢ଼ ସଂଗଠକ ବସନ୍ତ ବାରିକ, ତାଙ୍କ ପରିବାର ଏବଂ ଶତାଧିକ ସମର୍ଥକଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ Narendra Modi ଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଙ୍କ ନେତୃତ୍ୱରେ ଓଡ଼ିଶା ତଥା ସୁକିନ୍ଦାରେ ଚାଲିଥିବା ଉନ୍ନତିମୂଳକ କାର୍ଯ୍ୟର ବିକାଶ ପଥକୁ ଆଗେଇ ନେବା ପାଇଁ ସୁକିନ୍ଦା ବିଧାୟକ ତଥା ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଉପସ୍ଥିତିରେ ବିଜେପି ଦଳରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।