Public App Logo
Jansamasya
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
Aimim
Railway
Biharnews
Fatehpur
Kanganaranaut
Amitshah
Meerut
Fire
Jhansi

ଜଟଣୀ: ୧୨ ନଂ ୱାର୍ଡରେ ଡ୍ରେନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

Jatani, Khordha | May 26, 2025
ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ୧୨ ନଂ ୱାର୍ଡରେ ପହଞ୍ଚି ସେଠାରେ ଡ୍ରେନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ଜଟଣୀ ବିଧାୟକ ବିଭୁତି ଭୂଷଣ ବଳବନ୍ତରାୟ | ଏହି କାର୍ଯ୍ୟକ୍ରମ ଆଜି ଅପରାହ୍ନ ୫ ଘଣ୍ଟିକା ସମୟରେ ଘଟିଥିଲା |