ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରାଜେନ୍ଦ୍ର ନଗର ଫୁଟବଲ୍ କ୍ଲବ୍ ଦ୍ୱାରା ଆୟୋଜିତ ସପ୍ତମ ରାଜେନ୍ଦ୍ର ନଗର ଫୁଟବଲ୍ ଟୁର୍ନାମେଣ୍ଟ ଆରମ୍ଭ ହୋଇଯାଇଛି । ଏହି ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରୁଛନ୍ତି। ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୁବ କ୍ରୀଡାବିତ ରାଜେଶ୍ ରାଓ ଯୋଗଦେଇ ମ୍ୟାଚ୍ କୁ ଉଦ୍ଘାଟନ କରିଥିଲେ। ଏହାସହ ଜଗନ୍ନାଥ ପଟେଲ, ଅଜୟ ପଟେଲ, କୃଷ୍ଣ ଜାଲ, ବିଦ୍ୟା ପୁଟେଲ, ଡବ୍ଲୁ ହାତୀ, ସୁଶାନ୍ତ ପୁଟେଲ ପ୍ରମୁଖ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଆୟୋଜକ ମଣ୍ଡଳୀ କହିଛନ୍ତି ଯେ, ଏହି ଟୁର୍ନାମେଣ୍ଟ ଯୁବପିଢ଼ିଙ୍କୁ କ୍ରୀଡା, ଶିଷ୍ଟାଚାର ଓ ସାମ