Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଜୟଦେବ ଭବନରେ ନିଜ ପ୍ରତିକ୍ରିୟାରେ କଟକ ଅଘଟଣକୁ ଦୁର୍ଭାଗ୍ୟଜନକ କହିଲେ ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ

କଟକ ଦୁର୍ଗାପୂଜା ଭସାଣିରେ ଘଟିଥିବା ଅଘଟଣ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ | ସେ କହିଛନ୍ତି କଟକ ଦୁର୍ଗାପୂଜା ଭସାଣିରେ ଘଟିଥିବା ଅଘଟଣ ଦୁର୍ଭାଗ୍ୟଜନକ ଏବଂ ଅତ୍ୟନ୍ତ ଦୁଃଖର ବିଷୟ । ଭାଇଚାରାର ସହର ଭାବେ କଟକର ପରିଚୟ ରହିଆସିଛି ।
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଜୟଦେବ ଭବନରେ ନିଜ ପ୍ରତିକ୍ରିୟାରେ କଟକ ଅଘଟଣକୁ ଦୁର୍ଭାଗ୍ୟଜନକ କହିଲେ ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ - Bhubaneswar M Corp News