ବାତ୍ୟା ଅକବାନ ପ୍ରଭାବରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ରେ ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗର ସତର୍କ ସୂଚନା। ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ।