Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Cbi
Mathura
Fatehpur
Jodhpur
Amitshah
Uppolice
Punjab

ଆନନ୍ଦପୁର: ଛେନାପଦି ଛକରେ ବିଧାନସଭା ସ୍ତରୀୟ  ଆତ୍ମ ନିର୍ଭର ଭାରତ କର୍ମଶାଳା ଅନୁଷ୍ଠିତ

Anandapur, Kendujhar | Nov 30, 2025
ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଛେନାପଦି ସ୍ଥିତ କଲ୍ୟାଣ ମଣ୍ଡପରେ ଦିନ୪ଟା ପର୍ଯ୍ୟନ୍ତ ଆନନ୍ଦପୁର ବିଧାନସଭା କ୍ଷେତ୍ର ବିଜେପି ପକ୍ଷରୁ ସାମୁହିକ ବନ୍ଦେମାତରମ୍ କାର୍ଯ୍ୟକ୍ରମ ସହିତ ଆତ୍ମ ନିର୍ଭର ଭାରତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଜିଲ୍ଲା ବିଜେପି ସଭାପତି ଶୁକଦେବ ମହାନ୍ତ, ସମ୍ମାନିତ ଅତିଥି ଭାବେ  ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲୋକ ସେଠୀ, ଜିଲ୍ଲା ଉପସଭାପତି ତଥା ଜିଲ୍ଲାପରିଷଦ ସଦସ୍ୟା ଅସୀମା ମିଶ୍ରଙ୍କ ସମେତ ବହୁ କର୍ମକର୍ତ୍ତା ଯୋଗଦେଇଥିଲେ।

MORE NEWS