Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଖଲ୍ଲିକୋଟ୍: ନରସିଂହ ଦାସ ଉଚ୍ଚବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଅନୁଷ୍ଠିତ

Khalikote, Ganjam | Jan 13, 2026
ପୁରୁଷୋତ୍ତମପୁର ସ୍ଥିତ ନରସିଂହ ଦାସ ଉଚ୍ଚବିଦ୍ୟାଳୟ ପରିସରରେ ଆଜି ଦିନ ୧୧ ଟା ସମୟରେ ବିଦ୍ୟାଳୟ ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଶ୍ରୀ ପୂର୍ଣ୍ଣିମା ସର୍ଦ୍ଦାର ବାର୍ଷିକ ବିବରଣୀ ପଠନ କରିଥିଲେ l ଏହି କାର୍ଯ୍ୟକ୍ରମରେ ପୁରୁଷୋତ୍ତମପୁର ବ୍ଲକ ଗୋଷ୍ଠୀ ଅଧିକାରୀ ଶରତ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଛାତ୍ର ଛାତ୍ରୀଙ୍କ ଉଦେଶ୍ୟରେ ଏହିପରି ବିଦ୍ୟାଳୟ ଗୁଡିକରେ ଅଧ୍ୟୟନରତ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ସରକାରଙ୍କ ଆଭିମୁଖ୍ୟ ବୋଲି କହିଥିଲେ l