Public App Logo
Jansamasya
News
���ुलिस
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
���प
Agra
No video available

କେନ୍ଦୁଝର ସହର: ମସିଣାବିଲା ନିକଟରେ ୧୨ଚକିଆ ଆଇରନ ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ଗୁରୁତର

କେନ୍ଦୁଝର ଜିଲ୍ଲା ୨୦ନଂ ଜାତୀୟ ରାଜପଥ ମସିଣାବିଲା ନିକଟରେ ଏକ ଆଇରନ ବୋଝେଇ ୧୨ଚକିଆ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାଯାଇଛି । ତେବେ ଘଟଣାଟି ଆଜି ଅପରାହ୍ନ ପ୍ରାୟ ୫ଟା ସମୟରେ ଘଟିଥିବା ନେଇ ସୂଚନା ମିଳିଛି । କେନ୍ଦୁଝରରୁ ଧାମରା ଅଭିମୁଖେ ଯାଉଥିବା ଆଇରନ ବୋଝେଇ ହାଇୱାଟି କୌଣସି କାରଣରୁ ଭାରସାମ୍ୟ ହରାଇ ରାସ୍ତା ମଝିରେ ଓଲଟି ପଡ଼ିଥିଲା । ତେବେ ଏହି ଦୁର୍ଘଟଣାରେ ଡ୍ରାଇଭର ଜଣକ ଗୁରୁତର ହୋଇପଡ଼ିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।
କେନ୍ଦୁଝର ସହର: ମସିଣାବିଲା ନିକଟରେ ୧୨ଚକିଆ ଆଇରନ ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ଗୁରୁତର - Kendujhar Town News