ନୟାଗଡ଼ ଜିଲ୍ଲା ପରିଷଦ ସଭାକକ୍ଷରେ ଭାରତ ବିକାଶ ପରିଷଦ ଦ୍ୱାରା 'ଭାରତ କୋ ଜାନୋ-୨୦୨୬' କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।