ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଆସନ୍ତା ସେପ୍ଟେମ୍ବର ୨୧ ରେ ହେବାକୁ ଥିବା "ନମୋ ଯୁବ ମାରାଥନ ନେଇ ଅଶୋକ ନଗର ରେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସରଙ୍କ ବୈଠକ
ଆସନ୍ତା ସେପ୍ଟେମ୍ବର ୨୧ ରେ ହେବାକୁ ଥିବା "ନମୋ ଯୁବ ମାରାଥନ ନେଇ ଅଶୋକ ନଗର ରେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସରଙ୍କ ବୈଠକ | ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଦେଶର ଯୁବବର୍ଗର ଉନ୍ନତି ପାଇଁ ଅନେକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ଯୁବକମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି । ତାଙ୍କ ପ୍ରୟାସ ଯୋଗୁ ସାରା ବିଶ୍ୱରେ ଭାରତର ଯୁବବର୍ଗ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ।