ଜଟଣୀ ବ୍ଲକ କାର୍ଯ୍ୟାଳୟରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମ ଆଜି ଅପରାହ୍ନ 5 ଘଣ୍ଟିକା ସମୟରେ ଶେଷ ହୋଇଥିଲା |