ପୁରୀ: ପୁରୀରେ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ: ବିଜୟୀଙ୍କୁ ମିଳିଲା ପୁରସ୍କାର
Puri, Puri | Nov 11, 2026
ପୁରୀ ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ସମ୍ପନ୍ନ। ନୁକ୍କଡ ନାଟକ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ବିଜୟୀ ପ୍ରତିଭାଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଛି।