ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପାଇଁ ୟଲୋ ୱାର୍ଣ୍ଣିଂ: ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ପବନ ନେଇ ସତର୍କତା
ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ ରୁ ୪୦ କିମି ବେଗରେ ପବନ ବହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାବାସୀଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।