ଆଞ୍ଚଳିକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦଳଗାଁ ରେ ଉଦଘାଟିତ ହେଲା ଯୁକ୍ତ ଦୁଇ ବିଜ୍ଞାନ ପାଠ୍ୟକ୍ରମ l ଆଜି ପୂର୍ବାହ୍ନ ୧୧ ଟା ୩୦ ରୁ ଅପରାହ୍ନ ୧୨ ଟା ୩୦ ଯାଏଁ ଅନୁଷ୍ଠିତ ହୋଇଥିବା ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଲଖନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ବିଦ୍ୟାଳୟରେ ଯୁକ୍ତ ଦୁଇ ବିଜ୍ଞାନ ପାଠ୍ୟକ୍ରମ ଆରମ୍ଭ ହେବାପରେ ସ୍ଥାନୀୟ ଛାତ୍ରଛାତ୍ରୀ ମାନେ ବେଶ ଉପକୃତ ହେବେ ବୋଲି ଅତିଥି ମାନେ ପ୍ରକାଶ କରିଛନ୍ତି l ଏହି ଅବସରରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ, ଶିକ୍ଷ