Install App
Login
HOME
Delhi
Haryana
Uttar Pradesh
Bihar
Chhattisgarh
Madhya Pradesh
Rajasthan
Jharkhand
Himachal Pradesh
Uttarakhand
Punjab
Andhra Pradesh
Telangana
Tamil Nadu
Karnataka
Maharashtra
Assam
West Bengal
Tripura
Gujarat
Odisha
Kerala
Jansamasya
News
पुलिस
Maharashtra
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Madhyapradesh
Pmmodi
Rahulgandhi
ମାଲକାନଗିରି: ବାଲିମେଳା NACରେ ଧୂମଧାମରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ: ପତାକା ଉତ୍ତୋଳନ କଲେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ - Malkangiri News
mini02
ମାଲକାନଗିରି: ବାଲିମେଳା NACରେ ଧୂମଧାମରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ: ପତାକା ଉତ୍ତୋଳନ କଲେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ
Malkangiri, Malkangiri
| Aug 15, 2026
MORE NEWS
ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ! ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ। ମାଲକାନଗିରି ଜିଲ୍ଲା ଝରାପାଲ୍ଲି ରାଜସ୍ୱ ନିରୀକ୍ଷକ ସୁରଜ ବାଲା।
Malkangiri, Malkangiri | Aug 18, 2026
Malkangiri, Malkangiri | Aug 18, 2026
କୋରାପୁଟ ସଦର ମହକୁମା ମେଘରାଜ କଲୋନୀରେ ବଡ଼ ଧରଣର ଚୋରି। ୨୦ ତୋଳାରୁ ଉର୍ଦ୍ଧ ସୁନାଗହଣା ଏବଂ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି, ଘରମାଲିକ କେ ଶ୍ରୀ ନୁ। ଘଟଣାରେ ଖବର ପାଇ ପୋଲିସ୍ ର ତଦନ୍ତ ପ୍ରକ୍ରିୟା ଜାରି ରହିଛି।
Malkangiri, Malkangiri | Aug 18, 2026
ମାଲକାନଗିରି କ୍ରୀଡ଼ା ହଷ୍ଟେଲରେ ନୂତନ କ୍ରୀଡ଼ାବିତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା: ଯୋଗଦେଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ I ନୂତନ ଭାବେ ଯୋଗ ଦେଇଥିବା କ୍ରୀଡ଼ା ଛାତ୍ରମାନଙ୍କ ପାଇଁ ଏକ ଭବ୍ୟ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୋଦ ପାଟିଲ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ନୂତନ ଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ।
Malkangiri, Malkangiri | Aug 17, 2026
ବାଘ ଆକ୍ରମଣରେ ୪ବର୍ଷର ଶିଶୁ କନ୍ୟା ଗୁରୁତର : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଜନ୍ଦ୍ରାଗୁଡାରେ ବାଘ ଆତଙ୍କ #AdarshNewsLive
Malkangiri, Malkangiri | Aug 17, 2026