ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳ ସ୍ଥିତ କଲରଙ୍ଗି ଗ୍ରାମରେ ବିଷ ପିଇ ଜଣେ ମହିଳା ଗୁରୁତର ହୋଇଯାଇଥିବା ଦେଖିବାକୁ ମିଳିଛି । ସୂଚନା ମୁତାବକ ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳ ସ୍ଥିତ କଲରଙ୍ଗି ଗ୍ରାମରେ ବ୍ୟକ୍ତିଗତ ସମସ୍ୟାକୁ କେନ୍ଦ୍ରକରି ବିଷ ପିଇ ଜଣେ ମହିଳା ଗୁରୁତର ହୋଇଯାଇଥିଲେ । ତାଙ୍କୁ ତାଙ୍କର ପରିବାର ବର୍ଗଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କରାଯାଇ ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା ଜାରି ରହିଥିବା ଶୁକ୍ରବାର ରାତି 9 ଘଟିକା ସମୟରେ ଦେଖିବାକୁ ମିଳିଛି।