ରେମୁଣା: କରଞ୍ଜିଆ ପଞ୍ଚାୟତରେ ବନ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିଲା ସରକାରୀ ଚାଉଳ
ରେମୁଣା ବ୍ଲକର କରଞ୍ଜିଆ ପଞ୍ଚାୟତରେ ବନ୍ୟା ଓ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଉଳ ବଣ୍ଟନ କରାଯାଇଛି। ପଞ୍ଚାୟତ କାର୍ଯ୍ୟାଳୟରେ ନାଏବ ସରପଞ୍ଚ ଓ ୱାର୍ଡ ମେମ୍ବରଙ୍କ ଉପସ୍ଥିତିରେ ହିତାଧିକାରୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇଛି।