Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ସୁକିନ୍ଦା: ଦାମୋଦରପୁର ପିଜୁଳି ବଗିଚାରେ ଏକ ପେଡ ମା କେ ନାମ୍ ଅଭିଯାନ ଅନ୍ତର୍ଗତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Sukinda, Jajpur | Sep 17, 2025
ସୁକିନ୍ଦା ବ୍ଲକ ଅନ୍ତର୍ଗତ ଦୁଧୁଯୋରୀ ପଞ୍ଚାୟତ ଅନ୍ତର୍ଗତ ଦାମୋଦରପୁର ପିଜୁଳି ବଗିଚାରେ ବୁଧବାର ଦିବା 1 ଘଟିକା ସମୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସମବାୟ, ହସ୍ତତନ୍ତ, ବୟନଶିଳ୍ପ, ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଯୋଗ ଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

MORE NEWS