ଝାରସୁଗୁଡ଼ା ଜିଲ୍ଲା କିର୍ମିରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତିର ଗଭର୍ଣ୍ଣିଂ ବଡି ବୈଠକ ଅନୁଷ୍ଠିତ। ଅଞ୍ଚଳବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଓ ଭିତ୍ତିଭୂମି ବିକାଶ ନେଇ ହେଲା ଆଲୋଚନା।