ବ୍ରହ୍ମପୁର ମହାନଗର ନିଗମ ଓ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆଜି ବ୍ରହ୍ମପୁରର ଆଗସାହି ଛକ ନିକଟରେ ସ୍ୱଚ୍ଛ ପରିବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।