ସମଗ୍ର ଓଡିଶା ପରିକ୍ରମାରେ ବାହାରିଥିବା ସାଇବର ସୁରକ୍ଷା ସମ୍ପର୍କିତ ସଚେତନତା ରଥ ଗୁରୁବାର ଅପରାହ୍ନ ଚାରିଟାରେ ବେତନଟୀରେ ପହଞ୍ଚିବା ପରେ ବେତନଟୀ ଥାନା ପକ୍ଷରୁ ଭଵ୍ୟ ସ୍ୱାଗତ ସମ୍ବର୍ଦ୍ଧନା ସହିତ ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ ସାଇବର ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ କରାଯାଇଛି l ବେତନଟୀ ଥାନା ଆଇଆଇସି ସସ୍ମିତା ମହାନ୍ତଙ୍କ ସଂଯୋଜନା ଏବଂ ପରିଚାଳନାରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l