ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକର କୁଡୁତାଈ ଗ୍ରାମ ପଞ୍ଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକର କୁଡୁତାଈ ଗ୍ରାମ ପଞ୍ଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ଜଗନ୍ନାଥପ୍ରସାଦ ବ୍ଳକର ବିଡିଓ ତଥା ସମସ୍ତ ବିଭାଗର ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇଥିଲେ ।