Public App Logo
Jansamasya
Fishtech
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Cbi
Mathura
���ायल
Fatehpur
Jodhpur
Amitshah

ଢେଙ୍କାନାଳ ସଦର: ଯୋରନ୍ଦା ଠାରେ ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ,ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ କ୍ରୃଷ୍ଣଚନ୍ଦ୍ର ପାତ୍ରଙ୍କ ଜନ ଶୁଣାଣୀ

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଳକ ଯୋରନ୍ଦା ଠାରେ ଆଜି ତା ୩୦।୧୧।୨୫ ରିଖ ଅପରାହ୍ନ ୩ ଘଣ୍ଟା ସମୟରେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ,ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ କ୍ରୃଷ୍ଣଚନ୍ଦ୍ର ପାତ୍ରଙ୍କ ଜନ ଶୁଣାଣୀ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଥିଲା। ଯୋରନ୍ଦା ସରପଞ୍ଚ ଆରତୀ ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପାତ୍ର ୫୦ ଟି ଆବେଦନ ପତ୍ର ଗ୍ରହଣ କରି ଜଣ ଜଣ କରି ସମସ୍ତଙ୍କ ସମସ୍ୟା ଶୁଣିଥିଲେ।

MORE NEWS

ଢେଙ୍କାନାଳ ସଦର: ଯୋରନ୍ଦା ଠାରେ ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ,ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ କ୍ରୃଷ୍ଣଚନ୍ଦ୍ର ପାତ୍ରଙ୍କ ଜନ ଶୁଣାଣୀ - Dhenkanal Sadar News