ରାୟଗଡା: ରାୟଗଡ଼ରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ନୂଆ ଯୋଜନା, ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ରାୟଗଡ଼ ଜିଲ୍ଲାରେ ଦୁଗ୍ଧ ଉତ୍ପାଦନ ଓ ସଂଗ୍ରହ ବୃଦ୍ଧି ନିମନ୍ତେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ। ଶୀତଳୀକରଣ ଭିତ୍ତିଭୂମି, ନୂଆ ଡାଏରୀ ୟୁନିଟ୍ ଓ ଦୁଗ୍ଧ ସଂଗ୍ରହ ରୁଟ୍ ପ୍ରସ୍ତୁତି ଉପରେ ଗୁରୁତ୍ୱ।