ଆସିକା: ଦେବଭୂମି ଠାରେ ପଞ୍ଚାୟତ ସ୍ଥରୀୟ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Asika, Ganjam | Nov 10, 2025 ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଦେବଭୂମି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଦେବଭୂମି ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମର ଜନସାଧାରଣ ଯୋଗ ଦେଇ ନିଜ ନିଜର ସମସ୍ୟାକୁ ପ୍ରଶାସନିକ ଅଧିକାରୀଙ୍କ ପାଖରେ ଜଣାଇଥିଲେ l