ତିର୍ତ୍ତୋଲ: ରଘୁନାଥପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ଯୋଗ ଦେଲେ ବିଡ଼ିଓ
ରଘୁନାଥପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ଯୋଗ ଦେଲେ ବିଡ଼ିଓ l ସୂଚନାଅନୁଯାଇ ଆଜି ରଘୁନାଥପୁର ବ୍ଲକ ଅଧିନସ୍ଥ ଜଗନ୍ନାଥପୁର ପଞ୍ଚାୟତ ରେ ରାଜ୍ୟ ସରକାର ଙ୍କ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ବିଭିନ୍ନ ଜନକଲ୍ୟାଣ କାରୀ ଯୋଜନା ସମ୍ପର୍କ ରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ରଘୁନାଥପୁର ବିଡ଼ିଓ ବ୍ଳକ ବିଡ଼ିଓ ନମିତା ବାରିକି ଯୋଗଦେଇ ପଞ୍ଚାୟତ ରେ ହେଉଥିବା ଉନ୍ନତି ସମ୍ପର୍କ ରେ ସଚେତନତା କରିଥିବା ର ଦେଖାଯାଇଛି