ଜୁନାଗଡ: ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ଯାଳୟରେ ବିଶ୍ୱ ଏଡ଼ସ ଦିବସ ପାଳିତ
ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ଯାଳୟରେ ବିଶ୍ୱ ଏଡ଼ସ ଦିବସ ପାଳିତ ଆଜି 1ତାରିଖ ସୋମବାର ସକାଳ 11ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ଯାଳୟର ଯୁବ ରେଡକ୍ରସ୍ ଓ ରେଡ୍ ରିବନ୍ କ୍ଲବ୍ ଆନୁକୂଲ୍ଯରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଅଧ୍ଯକ୍ଷ ପ୍ରାଧ୍ୟାପକ ସରୋଜ କାନ୍ତ ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛାତ୍ର - ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ ଓ ସଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହେଇଥିଲା। ଯୁବ ରେଡକ୍ରସ ପରାମର୍ଶଦାତା ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ,