ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ଵର ଗ୍ରାମ ରେ ଥିବା ଆଦର୍ଶ ବିଦ୍ୟାଳୟରେ ସ୍ପାର୍କ 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ଵର ଗ୍ରାମ ରେ ଥିବା ଆଦର୍ଶ ବିଦ୍ୟାଳୟରେ ସ୍ପାର୍କ 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହା ଆଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସଭାପତିତ୍ବ ରେ ଏହା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ରେ ସ୍ତାନିୟ ସରପଞ୍ଚଙ୍କ ସମେତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗ ଦେଇଥିବାର ଖବର ମିଳିଛି । ଏଥିରେ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।