ବାଲିପାଟଣା: ବାଲିପାଟଣା ବ୍ଲକରେ ଭାଗଗତ ଟୁଙ୍ଗୀ ପୁନଃରୁଦ୍ଧାର ନିମନ୍ତେ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
ଜୟଦେବ ନିର୍ବାଚନ ମଣ୍ଡଳୀର ବାଲିପାଟଣା ବ୍ଲକରେ ଭାଗଗତ ଟୁଙ୍ଗୀ ପୁନଃରୁଦ୍ଧାର ନିମନ୍ତେ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ବୁଧବାର ଅପରାହ୍ନ ୩ ଟା ସମୟରେ ବ୍ଲକ ସଭା ଗୃହ ରେ ଅନୁଷ୍ଠିତ ହୋଇଯାଇଛି।ଜୟଦେବ ବିଧାୟକ ଶ୍ରୀଯୁକ୍ତ ନବ କିଶୋର ମଲ୍ଲିକ୍, ବ୍ଲକ ଅଧ୍ୟକ୍ଷା ହରପ୍ରିୟା ଦାସ,ମଣ୍ଡଳ ଉନ୍ନୟନ ଅଧିକାରୀ, ତହସିଲଦାର,ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ।