Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
Jharkhand
Up
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh
Haryana
Cricket
Uttarakhand

ତାଳଚେର ସଦର: ଆସନ୍ତା ୨ ଦିନ ଅନୁଗୁଳ ଜିଲ୍ଲାରେ କମିବ ତାପମାତ୍ରା, ବଢିବ ଶୀତ

Talcher Sadar, Angul | Nov 9, 2025
ଅନୁଗୁଳ ଜିଲ୍ଲାରେ ୧୦ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ତାପମାତ୍ରା କମିବ। ୧୦ ଓ ୧୧ ତାରିଖରେ ତାପମାତ୍ରା ୧୩ ଡିଗ୍ରୀ ରହିବାର ସମ୍ଭାବନା ରହିଛି। ସେହିପରି ୧୨ ତାରିଖରେ ୧୨ ଡିଗ୍ରୀ ତାପମାତ୍ରା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ଅପରାହ୍ନରେ ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।