ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Aug 25, 2025
ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବ। ଏହା ପ୍ରଭାବରେ ୨୯ ତାରିଖ ଯାଏ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ...