କଟକ ବାରଙ୍ଗ ରାମଦାଶପୁର କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଏକ କାରରେ ନିଆଁ ଲାଗିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।