ତଲସରା: ଭୋଇପାଲି ପ୍ରାଥମିକ ବିଦ୍ୟାଳୟରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ଚଲନାମୁଣ୍ଡା କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଭୋଇପାଲି ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଭୋଇପାଲି ଗ୍ରାମ ପଞ୍ଚାୟତର ସରପଞ୍ଚ ମହେଶ୍ୱର ବରିହା ମୁଖ୍ୟ ଅତିଥି ଓ ଅତିରିକ୍ତ ବ୍ଳକ ଶିକ୍ଷା ଅଧିକାରୀ ଚତୁର୍ଭୁଜ ରାଉଢିଆ ମୁଖ୍ୟ ବକ୍ତା ଭାବେ ଅଂଶଗ୍ରହଣ କରିଥିଲେ।ଆୟୋଜକ ସ୍କୁଲର ପ୍ରଧାନଶିକ୍ଷକ ପବିତ୍ର ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।