ରେମୁଣା: ରେମୁଣା ହାଇସ୍କୁଲରେ ମୁକ୍ତ ଶିକ୍ଷା ବ୍ୟବସ୍ଥା ନେଇ ସଚେତନତା କାର୍ଯ୍ୟକ୍ରମ
ବାଲେଶ୍ବରର ପିଏମ୍ ଶ୍ରୀ ରେମୁଣା ହାଇସ୍କୁଲରେ ରାଜ୍ୟ ଓ ଜାତୀୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ। ଅଧାରୁ ପାଠପଢ଼ା ଛାଡ଼ିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷା ପ୍ରାପ୍ତିର ସୁଯୋଗ ଓ ଏହାର ବିଭିନ୍ନ ଦିଗ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି।