ଜୟପୁର: ଜୟନଗର ସ୍ଥିତ ଏକ ମଣ୍ଡପରେ କୋରାପୁଟ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ, ସଭାପତି ଦେଲେ ସୂଚନା
Jeypore, Koraput | Aug 17, 2025
ଜୟପୁର ସଙ୍ଗମ କଲ୍ୟାଣ ମଣ୍ଡପ, ଠାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ କୋରାପୁଟ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘର "ଜିଲ୍ଲା...