ମଝିପଡ଼ା ବିଦ୍ୟାଳୟ ରେ ଅନୁଷ୍ଠିତ ହେଲା ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ I ଏହି କାଯ୍ୟକ୍ରମ ଟି ବୁଧବାର ଦିନ 11ଘଣ୍୍ଟିକା ଆରମ୍ଭ ହଇ ଅପରାହ୍ନ 4ଘଣ୍ଟିକା ପଯ୍ୟନ୍ତ ଚାଲୁ ରହିଥିଲା, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ମଝିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଝିପଡ଼ା ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ସାଧନ କର୍ମୀ ଅଜିତ କୁମାର ବେହେରା ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ସଞ୍ଜୟ କୁମାର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍