ବୌଦ୍ଧ ସଦର: ସଦଭାବନା ସଭାଗୃହ ଠାରେ ଜିଲ୍ଲା ଉନ୍ନୟନ ଦାୟିତ୍ବରେ ଥିବା ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜିଲ୍ଲା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ
Baudh Sadar, Boudh (Bauda) | Jun 4, 2025
ବୁଧବାର ଅପରାନ୍ହରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଜିଲ୍ଲା ଉନ୍ନୟନ ଦାୟିତ୍ବରେ ଥିବା ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ...