କୁଚିଣ୍ଡା ଠାରେ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ IT DA ସମ୍ମୀଳନୀରେ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୁଧବାର ଦିନ ଆୟୋଜିତ ହୋଇଥିବା ଉକ୍ତ ବୈଠକରେ କୁଚିଣ୍ଡା ଉପଜିଲ୍ଲାପାଳ ଗୈାରବମୟ ପ୍ରଧାନ, ତହସିଲଦାର ମିତାଲି ମଧୁସ୍ମିତା ଦଲେଇ, କୁଚିଣ୍ଡା ବିଡ଼ିଓ ଜୟନ୍ତ ସାହୁ,NAC EO ମନୋରଞ୍ଜନ ସୁନାର, ଡେପୁଟି କଲେକ୍ଟର ସରିତା ଓରାମ, ଆସିଷ୍ଟାଣ୍ଟ କଲେକ୍ଟର ଲୋଚନ ସବର ଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ମତ ବ୍ୟକ୍ତ କରିଥିଲେ।