ସେକ୍ଟର-୨ ବିଜୁ ପଟ୍ଟନାୟକ ଛକରେ ବାମପନ୍ଥୀ ଶ୍ରମିକ ସଂଗଠନ ପକ୍ଷରୁ ବିଶ୍ବ ଶାନ୍ତି ଦିବସରେ ବିଭିନ୍ନ ରାଷ୍ଟ୍ରରେ ଶାନ୍ତି ପ୍ରତିଷ୍ଠା ଦାବିରେ ବିକ୍ଷୋଭ ପ୍ରଦର୍ଶନ ରବିବାର ସନ୍ଧ୍ୟା ୫ଟା ସମୟରେ ବିଶ୍ବ ଶାନ୍ତି ଦିବସରେ ଦେଶର ସମସ୍ତ ବାମପନ୍ଥୀ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ମାନଙ୍କ ପକ୍ଷରୁ ଏହି ଦିବସକୁ ଆକ୍ସନ ଡେ ଭାବରେ ଦେଶ ତମାମ ଶୋଭାଯାତ୍ରା, ବିକ୍ଷୋଭ ଓ ପଟୁଆର ମାଧ୍ୟମରେ ପାଳନ କରିବାକୁ ଡାକରା ଦିଆଯାଇଥିବା ବେଳେ ରାଉରକେଲା ସେକ୍ଟର ୨ ବିଜୁ ପଟ୍ଟନାୟକ ଛକ ଠାରେ ଅପରାହ୍ନ ରେ ସି ଆଇ ଟି ୟୁ,ଏ ଆଇ ଟି ୟୁ ସି,ଏ ଆଇ ୟୁ ଟି ୟୁ ସି ସୁନ୍ଦରଗଡ଼ ଜିଲ୍ଲା କମିଟି ପକ୍ଷରୁ ବିକ୍ଷୋଭ