Public App Logo
Jansamasya
Crimenews
Education
Bareilly
Agra
Cbi
Politics
Abvp
���ायल
Fatehpur
Jodhpur
Amitshah
Uppolice
Punjab
Live
Pratapgarh
Westbengal
Ballia
Farrukhabad
Mirzapur
Rain
Haridwar
Tikamgarh
Trending
Prayagraj
Modiji
Protest
���तरपुर
���ोगी_आदित्यनाथ
Letestnews

ସୋରଡା: ସୋରଡା ବ୍ଲକ ପଦ୍ମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ ଓ ଅଭିଭାବକ

Surada, Ganjam | Dec 3, 2025
ସୋରଡା ବ୍ଲକ ପଦ୍ମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଗେଟ୍ ରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କଲେ ଛାତ୍ର ଛାତ୍ରୀ । ବିଦ୍ୟାଳୟ ବାହାରେ ଶିକ୍ଷକ ଓ ପିଲା ମାନେ ବସିରହିଛନ୍ତି ।ପ୍ରଧାନ ଶିକ୍ଷକଙ୍କ ମନମୁଖୀ କାର୍ଯ୍ୟ କଳାପ ଓ ନିୟମିତ ବିଦ୍ୟାଳୟକୁ ଆସୁନଥିବା କାରଣ । ଯାହାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି।