ପରଜଙ୍ଗ: କେରଜୁଳି ଗାଁରେ ବୁଧବାର ୧୨ଟାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ଉପସ୍ଥିତ ରହିଲେ ପରଜଙ୍ଗ ବିଧାୟକ ବିଭୁତି ପ୍ରଧାନ
କେରଜୁଳି ଗାଁରେ ବୁଧବାର ୧୨ଟାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ଉପସ୍ଥିତ ରହିଲେ ପରଜଙ୍ଗ ବିଧାୟକ ବିଭୁତି ପ୍ରଧାନ ।ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ କେରଜୁଳି ଗାଁରେ ବୁଧବାର ଵୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଠାରେ ପରଜଙ୍ଗ ବିଧାୟକ ବିଭୁତି ପ୍ରଧାନ ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଵୃକ୍ଷ ରୋପଣ କରିଥିଲେ ।ଏଠାରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ବିଜେପି ସଭାପତି ରାସବିହାରୀ ବେହେରା,ପୂର୍ବତନ ବ୍ଲକ ଅଧ୍ୟକ୍ଷ କାର୍ତିକ ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।